Masthead

ଆସନ୍ତାକାଲି ରତ୍ନଭଣ୍ଡାର ଏସଓପି ସ୍ପଷ୍ଟ ହେବ: ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପରିବର୍ତନ ହେବା ପ୍ରସଙ୍ଗରେ ଆଇନ ମନ୍ତ୍ରୀ କହିଛନ୍ତି ପୁରୀରେ ଯେଉଁ ଘଟଣା ଘଟିଲା ଏନେଇ ରାଜ୍ୟ ସରକାର ଗତକାଲି ଗୋଟିଏ ବଡ ନିଷ୍ପତି ନେଇ ସାରିଛନ୍ତି । ଆଗକୁ ମଧ୍ୟ ତଦନ୍ତ ଚାଲିବ । ପହଣ୍ଡି ଅଘଟଣକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା ଘଟଣାରେ ଗତକାଲି ଗୋଟିଏ ପଦକ୍ଷେପ ନିଆଯାଇଛି । ଅଧିକ ତଦନ୍ତ ହେବା ସହ ଆଗକୁ ସେ ବାବଦରେ ଜଣାପଡ଼ିବ । ଆଜି କିମ୍ବା ଆସନ୍ତାକାଲି ରତ୍ନଭଣ୍ଡାର ଏସଓପି ସ୍ପଷ୍ଟ ହେବ । ସରକାର ଏହା ଉପରେ ଖୁବ୍‌ଶୀଘ୍ର ନିଷ୍ପତ୍ତି ରଖିବାକୁ ଯାଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର