Masthead

ହସାଉ ଥିଲେ ନୀରବି ଗଲେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝଡ଼ ପରର ନିରବତା । ସମସ୍ତଙ୍କୁ ହସାଉଥିଲେ ଆଉ ଏବେ ସବୁଦିନ ପାଇଁ ନୀରବ ହୋଇଗଲେ । ରବି ଶତପଥୀ । ସମସ୍ତଙ୍କର ଅତି ପ୍ରିୟ ରବିନନା । ଯାତ୍ରା ଜଗତର ଅପ୍ରତିଦ୍ୱନ୍ଦୀ କମେଡି ସମ୍ରାଟ, ରବି ଶତପଥୀ । ଷ୍ଟେଜ ଫୋରର ଯକୃତ କ୍ୟାନସରରେ ପୀଡ଼ିତ ହୋଇ ଆଖି ବୁଜିଛନ୍ତି ରବି । ବର୍ଷବର୍ଷ ଧରି ତାଙ୍କର ଭିନ୍ନ ଅନ୍ଦାଜ, ଯାଦୁଗରୀ ସଂଳାପ ଶୈଳୀ, ଆକ୍ସନ, ଏକ୍ସପ୍ରେସନ ଦେଖି ଆପଣ ବି ଖୁବ୍ ହସିଥିବେ । ହେଲେ ହସରସରେ ଆପଣଙ୍କୁ ବେହୋସ କରୁଥିବା ରବି ଶତପଥୀଙ୍କ ଆଉ ନାହାନ୍ତି । ସମ୍ପୂର୍ଣ୍ଣ ଖବର ଜାଣିବା ପାଇଁ ଲିଙ୍କରେ କ୍ଲିକ୍ କରନ୍ତୁ..

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି