Masthead

ରବି ଶାସ୍ତ୍ରୀ କରୋନା ପଜିଟିଭ

(ବଡ଼ ଖବର ବ୍ୟୁରୋ): ଭାରତୀୟ କ୍ରିକେଟ ଟିମର ମୁଖ୍ୟ କୋଚ ରବି ଶାସ୍ତ୍ରୀ କରୋନା ପଜିଟିଭ । ରବି ଶାସ୍ତ୍ରୀଙ୍କ ସମେତ ୪ ଜଣ ସଦସ୍ୟ କରୋନା ପଜିଟିଭ୍ ଚିହ୍ନଟ । ସେମାନଙ୍କୁ ପୃଥକ ବାସରେ ରଖାଯାଇଛି । ଓଭାଲ ଠାରେ ଚାଲିଥିବା ଟେଷ୍ଟ ମ୍ୟାଚରେ ଖେଳାଳୀ, ପ୍ରଶିକ୍ଷକ ଓ ଖେଳ ସହିତ ଜଡିତ ଥିବା ଲୋକଙ୍କର ଦୈନିକ କରୋନା ଟେଷ୍ଟ ହୋଇଥାଏ। ଆଜି ହୋଇଥିବା ଟେଷ୍ଟରେ ରବି ଶାସ୍ତ୍ରୀ, ବୋଲିଂ କୋଚ ଭରତ ଅରୁଣ ସହ ଅନ୍ୟ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସବୁଠାରୁ ବଡ କଥା ଏହି ୪ ଜଣଙ୍କ ମଧ୍ୟରେ କୌଣସି ଖେଳାଳୀ ନାହାନ୍ତି । ବିସିସିଆଇ କହିଛି କି ତାଙ୍କର ମେଡିକାଲ ଟିମ୍ ରବି ଶାସ୍ତ୍ରୀ, ଭରତ ଅରୁଣ, ଆର.ଶ୍ରୀଧର ଓ ନିତୀନ ପଟେଲଙ୍କୁ ଆଇସୋଲେସନରେ ରଖାଯାଇଛି । ସେମାନଙ୍କର ହୋଇଥିବା ଆରଟିପିସିଆର ଟେଷ୍ଟରେ ପଜିଟିଭ ଆସିବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଅନ୍ୟପଟେ ବିସିସିଆଇ କହିଛି କି ଟିମର ବାକି ସଦସ୍ୟଙ୍କର ବି ଫ୍ଲୋ ଟେଷ୍ଟ କରାଯାଇଛି । ସେମାନଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ସେମାନଙ୍କୁ ପଡିଆକୁ ଯିବାକୁ ଅନୁମତି ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା