Masthead

ବେଆଇନ ବସ୍ତି ଉଚ୍ଛେଦ

ରାୟଗଡା(ବଡ଼ ଖବର ବ୍ୟୁରୋ): ରାୟଗଡା ସହରରେ ବେଆଇନ ବସ୍ତିକୁ ଆଜି ଉଚ୍ଛେଦ କରାଯାଇଛି । ପୌରପରିଷଦ ୧ନମ୍ବର ୱାର୍ଡ ଗୁରୁଗୁଡା ବସ୍ତିରେ ବେଆଇନ ନିର୍ମାଣ ଚାଲିଥିବା ୧୫ଟି ଘରକୁ ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି । ନିର୍ମାଣାଧୀନ ସମସ୍ତ ଘରକୁ ଜେସିବି ଲଗାଇ ପ୍ରଶାସନ ଭାଙ୍ଗିଦେଇଥିଲା । ତେବେ ଲକଡାଉନ ପରେ ଲୋକେ ବାହାରୁ ଆସି ରହିବାର କୌଣସି ସୁବିଧା ନଥିବାରୁ ପୌରପରିଷଦ ଭିତରେ ଘର କରି ରହୁଥିଲେ । ଅତିରିକ୍ତ ତହସିଲଦାର ସୁନୀଲ ଖରାଙ୍କ କହିବାନୁଯାୟୀ ପ୍ରଶାସନର ନିର୍ଦ୍ଦେଶକୁ ଖାତିର ନକରି ବେଆଇନ ଘର ନିର୍ମାଣ କରିଥିବା ହେତୁ ବସ୍ତି ଉଚ୍ଛେଦ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ