Masthead

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ଛାତ୍ରର ମୃତ୍ୟୁ

ରାୟଗଡ (ବଡ଼ ଖବର ବ୍ୟୁରୋ): ରାୟଗଡ ସହର ଉପକଣ୍ଠରେ ଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ଛାତ୍ରଙ୍କ ମୃତ୍ୟୁ। ମୃତକ ହେଲେ ମହେନ୍ଦ୍ର ମାଝୀ । ଜିଲାର କାଶୀପୁରରୁ ଆସି ଛାତ୍ରାବାସରେ ରହି ଅଧ୍ୟୟନ କରୁଥିଲେ। ଗତକାଲି ସନ୍ଧ୍ୟାରେ ଅସୁସ୍ଥ ଥିବା ଜଣାପଡିବା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା ସେତେବେଳକୁ ତାଙ୍କର ଅବସ୍ଥା ଗୁରୁତର ହୋଇପଡ଼ିଥିଲା।

ଚିକିତ୍ସିତ ହେଉଥିବା ସମୟରେ ମହେନ୍ଦ୍ରଙ୍କ ମୃତ୍ୟୁ ହୋଇଯାଇଥିଲା। ତେବେ ମୃତ୍ୟୁ କେଉଁ କାରଣରୁ ହୋଇଛି ତାହାର କାରଣ ସ୍ପଷ୍ଟ ହୋଇନାହିଁ। ଏପର୍ଯ୍ୟନ୍ତ ବିଦ୍ୟାଳୟ କିମ୍ବା ଚିକିତ୍ସାଳୟ ତରଫରୁ ପ୍ରତିକ୍ରିୟା ମିଳି ପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ