Masthead

ମନ୍ତ୍ରୀ ଜଗନ୍ନାଥ ସାରକାଙ୍କୁ ବିରୋଧ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ପ୍ରଚାର ବେଳେ ମନ୍ତ୍ରୀଙ୍କ ଅଟକ । ଜବାବ ମାଗୁଛନ୍ତି ଜନତା। ଆମ ପାଇଁ କ’ଣ କରିଛ ବୋଲି ମନ୍ତ୍ରୀଙ୍କୁ ପ୍ରଶ୍ନ । ଖାଲି ସେତିକି ନୁହେଁ ରାସ୍ତାଘାଟ, ପାଣିର ଅଭାବ, ଆବାସ ଯୋଜନାରେ ହିସାବ ମାଗି ଘେରିଲେ ମନ୍ତ୍ରୀ ଜଗନ୍ନାଥ ତାରକାଙ୍କୁ। ଏଭଳି ଚିତ୍ର ଆସିଛି କୋଲନରା ବ୍ଲକରୁ। ପ୍ରଚାର ବେଳେ ବିରୋଧର ଶିକାର ହୋଇଛନ୍ତି। ଆଉ ମନ୍ତ୍ରୀ ସପକ୍ଷରେ ମତରଖି ଏଥିପାଇଁ ସରପଞ୍ଚ ଦାୟୀ ବୋଲି କହୁଥିବା ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରଲ ହେବାରେ ଲାଗିଛି। ତେବେ ଏନେଇ ମନ୍ତ୍ରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ