Masthead

ରାୟଗଡ଼ାରେ ଓଡ୍ରାଫ୍ ଟିମ୍

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବାତ୍ୟା ଆଶଙ୍କା ନେଇ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ତଟବର୍ତ୍ତୀ ଜିଲ୍ଲାମାନଙ୍କରେ ଜିଲ୍ଲା ପ୍ରଶାସନ ସଜାଗ ରହିଥିବା ବେଳେ ରାୟଗଡ଼ାରେ ଗୋଟିଏ ଓଡ୍ରାଫ୍ ଟିମ୍ ପହଞ୍ଚିଛନ୍ତି । ଜିଲ୍ଲାର ନାଗାବଳୀ ଏବଂ ବଂଶଧାରା, ୨ ବଡ଼ ନଦୀ ପ୍ରବାହିତ ହେଉଥିବା ବେଳେ କଲ୍ୟାଣୀ, ଚାଉଳଧୁଆ, ଫଳଫଳିଆ ଭଳି ଛୋଟ ନଦୀ ପ୍ରବାହିତ ହେଉଛି । ତେବେ ବିଭିନ୍ନ ସମୟରେ ରାୟଗଡ଼ା ଜିଲ୍ଲାରେ ବନ୍ୟା ବିତ୍ପାତ ହେବାର ନଜିର ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାରେ ପହଞ୍ଚିଛନ୍ତି  ଓଡ୍ରାଫ୍ ଟିମ୍ । ଟିମ୍ ୨ ଭାଗରେ ବିଭକ୍ତ ହୋଇ ବିଷମ କଟକ ଓ ରାମନାଗୁଡାଠାରେ ରହି ବାତ୍ୟା ମୁକାବିଲା କାର୍ଯ୍ୟରେ ନିୟୋଜିତ ହେବାନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା । ଏହା ସହ ସାମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ସଜାଗ ଥିବା କହିଛନ୍ତି ଜିଲ୍ଲାପାଳ ।


 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ