Masthead

ଅପରିବର୍ତ୍ତିତ ରହିଲା ରେପୋ ରେଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରେପୋ ରେଟକୁ ୬.୫ ପ୍ରତିଶତ ରଖିଛନ୍ତି ରିଜର୍ଭ ବ୍ୟାଙ୍କ । ଏନେଇ ଆରବିଆଇ ଗର୍ଭଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି । ଏନେଇ ରିଜର୍ଭ ବ୍ୟାଙ୍କର ମନିଟରି ପଲିସି ବୈଠକ ବସିଥିଲା ଜାହା ଶେଷ ହେଇଛି । ଏହି ବେଠକରେ ରେପୋ ରେଟ୍ ଅପରିବର୍ତ୍ତିତ ରଖିବା ନେଇ ନିଷ୍ପତ୍ତି ନିଆଯାଇଛି । ୬ରୁ ୪ ଜଣ ଏମପିସିର ସଦସ୍ୟ ରେପୋ ରେଟ୍ ସ୍ଥିର ରଖିବାକୁ ନିଷ୍ପତି ନେଇଥିଲେ । ସୂଚନାଯୋଗ୍ୟ ଯେ, ଗତ ୨୦୨୩ ମସିହା ଫେବ୍ରୁଆରୀ ମାସରୁ ରେପୋ ରେଟ୍ ସ୍ଥିର ରହିଛି । ସେବେଠୁ ଆଜି ପର୍ୟ୍ୟନ୍ତ ରେପୋ ରେଟ୍ ୬.୫ ପ୍ରତିଶତରେ ସ୍ଥିର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି