Masthead

୯ରେ ଆରବିଆଇର ମୁଦ୍ରାନୀତି ଘୋଷଣା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆସନ୍ତା ୯ ତାରିଖରେ ମୁଦ୍ରାନୀତି ଘୋଣଷା କରିବ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) । ଅକ୍ଟୋବର ୭ ରୁ ୯ ତାରିଖ ପର୍ଯ୍ୟନ୍ତ ଆରବିଆଇ ମୁଦ୍ରାନୀତି କମିଟି ବୈଠକ ଅନୁଷ୍ଠିତ ହେବ । କରୋନା ସଙ୍କଟ କାରଣରୁ ଅର୍ଥନୀତି ମନ୍ଥର ହୋଇଛି । ଏହାକୁ ଦୃଷ୍ଟିରେ ରଖି ସୁଧହାର ଉପରେ ନିଷ୍ପତ୍ତି ନେବାକୁ ସେପ୍ଟେମ୍ବର-୨୯ରୁ ଅକ୍ଟୋବର-୧ ପର୍ପ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ପୂର୍ବ ତିନିଜଣ ଅଧିକାରୀଙ୍କ କାର୍ଯ୍ୟକାଳ ଶେଷ ହୋଇଥିବାରୁ ଏହି ବୈଠକ ହୋଇପାରି ନାହିଁ ।

ଅନ୍ୟପଟେ ମୁଦ୍ରାନୀତି କମିଟି ପାଇଁ ୩ଜଣ ସଦସ୍ୟଙ୍କୁ ନିଯୁକ୍ତ କରାଯାଇଛି । ବିଳମ୍ବିତ ରାତିରେ ସରକାର ଶଶାଙ୍କ ଭାଇଡେ, ଆସୀମା ଗୋୟଲ ଓ ଜୟନ୍ତ ବର୍ମାଙ୍କୁ ଏଥିପାଇଁ ମନୋନୀତ କରିଛନ୍ତି । ଏହି ନୂଆ ସଦସ୍ୟଙ୍କୁ ୪ ବର୍ଷ ପାଇଁ ନିଯୁକ୍ତି ଦିଆଯାଇଛି । ଉଚ୍ଚ ମୁଦ୍ରାସ୍ଫୀତିକୁ ରୋବିକା ଏବଂ ତଳକୁ ଖସୁଥିବା ଜିଡିପିକୁ ଉପରକୁ ଉଠାଇବା ଉପରେ ଏହି ସଦସ୍ୟମାନେ ଗୁରୁତ୍ୱ ଦେବେ ବୋଲି ଅଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼