Masthead

ପଞ୍ଜାବକୁ ମାତ ଦେଲା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ବେଙ୍ଗାଲୁରୁ(ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୪ ଷଷ୍ଠ ମ୍ୟାଚରେ ପଞ୍ଜାବ କିଙ୍ଗସକୁ ୪ ଉଇକେଟରେ ପରାସ୍ତ କଲା ରୟାଲ ଚ୍ୟାଲେଞ୍ଜର୍ସ । ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳା ଯାଇଥିବା ମ୍ୟାଚରେ ଘରୋଇ ଟିମ୍ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୧୭୭ ରନର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିଲା । ଯାହାକୁ ୧୯ ଓଭରରେ ଆଉ ୨ଟି ବଲରେ ବାକି ଥାଇ ୧୭୮ ରନ୍ କରି ମ୍ୟାଚ୍ କୁ ନିଜ ନାଁରେ କରିଛିନେଇଛି ବେଙ୍ଗାଲୁରୁ । ପ୍ରଥମେ ବ୍ୟାଟିଂ କରିଥିବା ପଞ୍ଜାବ କିଙ୍ଗ୍ସ ୬ ୱିକେଟ ହରାଇ ୧୭୬ ରନ କରିଥିଲା । ଧାୱନ ୪୫ ରନ କରିଥିବା ବେଳେ ଶଶାଙ୍ଗ ସିଂହ ୮ ବଲରୁ ୨୧ ରନ କରିଥିଲେ ।

ପ୍ରଭସିମରନ୍ ସିଂ ୧୭ ବଲରେ ୨୫ , ସାମ୍ କୁରେନ୍ ୧୭ ବଲରେ ୨୩, ଜିତେଶ ଶର୍ମା ୨୦ ବଲରେ ୨୭ ରନ୍ କରିଥିଲେ । ଜବାବରେ ବେଙ୍ଗାଲୁରୁ ଦମଦାର ବ୍ୟାଟିଂ କରି ମ୍ୟାଚ ଜିତି ନେଇଥିଲା । ମ୍ୟାଚରେ ପୁଣି ହିରୋ ସାଜିଥିଲେ ବିରାଟ କୋହଲି । ବିରାଟଙ୍କ ବ୍ୟାଟିଂର ଯାଦୁ ଦେଖିଥିଲେ ଫ୍ୟାନ୍ସ । ବ୍ୟକ୍ତିଗତ ଭାବେ ଚୌକା, ଛକା ବର୍ଷାରେ ସର୍ବାଧିକ ୭୭ ରନ୍ ସଂଗ୍ରହ କରିଥିଲେ । ଦିନେଶ କାର୍ତ୍ତିକ ଅପରାଜିତ ୨୯ ଓ ମହିପାଲ ଲାମରୋର ଅପରାଜିତ ୧୭ ରନ୍ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା