Masthead

ସମସ୍ତ ବଳିଦାନ ପାଇଁ ପ୍ରସ୍ତୁତ !

ଚଣ୍ଡିଗଡ଼(ବଡ଼ ଖବର ବ୍ୟୁରୋ): ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ପଦରୁ ସିଦ୍ଧୁ ଇସ୍ତଫା ଦେବା ପରେ ସାରା ଦେଶର ରାଜନୈତିକ ମାହୋଲ ବେଶ ସରଗରମ ହୋଇଉଠିଛି । ଏହା ମଧ୍ୟରେ ଇସ୍ତଫା ଦେବା ପରେ ପ୍ରଥମଥର କରି ମୁହଁ ଖୋଲିଛନ୍ତି ନବଜୋତ ସିଂହ ସିଦ୍ଧୁ । ଏନେଇ ସେ ଏକ ଭିଡିଓ ଜାରି କରିଥିବାର ମଧ୍ୟ ଦେଖିବାକୁ ମିଳିଛି । ତେବେ ଅଧିକାର ଓ ସତ ପାଇଁ ଜୀବନ ଥିବା ପର୍ଯ୍ୟନ୍ତ ଲଢିବି । ମୋର କାହା ସହ କୌଣସି ବ୍ୟକ୍ତିଗତ ପ୍ରତିଦ୍ୱନ୍ଦିତା ନାହିଁ । ମୋର ରାଜନୈତିକ କ୍ୟାରିୟର ୧୭ ବର୍ଷର ।

ଯାହା ପରିବର୍ତ୍ତନ ଆଣିବାର ଥିଲା ଯାହା ଲୋକଙ୍କ ଜୀବନକୁ ଆହୁରି ସୁନ୍ଦର କରିବାରଥିଲା ତାହା ହେଉଛି ମୋର ଧର୍ମ । କେବଳ ଏତିକି ନୁହେଁ ବରଂ ମୁଁ ହାଇକମାଣ୍ଡଙ୍କୁ ଭ୍ରମିତ କରୁଛି ନା କରିବାକୁ ଦେବି । ହେଲେ ପଞ୍ଜାବ ଜନତାଙ୍କ ହିତ ପାଇଁ ମୁଁ ସବୁ ପ୍ରକାର ବଳିଦାନ ଦେଇ ପାରିବି । ଏଥିପାଇଁ ମୋତେ ଚିନ୍ତା କରିବାର ଆବଶ୍ୟକତା ନାହିଁ ବୋଲି ନବଜୋତ ସିଂହ ସିଦ୍ଧୁ ଇସ୍ତଫା ଦେବା ପରେ ଏକ ଭିଡିଓ ଜାରି କରି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ