Masthead

ଘୋଷଯାତ୍ରା ପାଇଁ ପ୍ରସ୍ତୁତ ପୁରୀ ସହର

ପୁରୀ(ବଡ଼ ଖବର ବ୍ୟୁରୋ): ଘୋଷଯାତ୍ରା ପାଇଁ ପୁରୀ ବଡଦାଣ୍ଡରେ ଅଗ୍ନିଶମ,ଆମ୍ବୁଲାନ୍ସ,NDRF,ODRAF, REDCROSS ପୋଲିସ୍ ବିଭାଗ କୁ ନେଇ ଚାଲିଛି ମକଡ୍ରିଲ। ଘୋଷଯାତ୍ରକୁ ଆଉ ମାତ୍ର ୪ଦିନ ବାକିଥିବା ବେଳେ ସମସ୍ତ ବିଭାଗର କର୍ମଚାରୀ ମାନେ ଦେଖାଇଛନ୍ତି ତତ୍ପରତା । ବିଭିନ୍ନ ବିଭାଗର ପୂର୍ବ ପ୍ରସ୍ତୁତି ଜାରି ରହିଥିବା ବେଳେ ଭକ୍ତିମୟ ପରିବେଶରେ ରଥଯାତ୍ରା ହେବାକୁ ଯାଉଥିବାରୁ ଭକ୍ତଙ୍କ ସ୍ୱାସ୍ଥ୍ୟ ଠାରୁ ଆରମ୍ଭ କରି ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ମକଡ୍ରିଲ୍।

ରଥଯାତ୍ରାରେ ଦଳାଚକଟା ପରିସ୍ଥିତି ହେଉ କିମ୍ବା କୌଣସି ଭକ୍ତ ଆହତ ହୁଅନ୍ତୁ କିମ୍ବା ଭକ୍ତଙ୍କ ସହ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲେ କିଭଳି ଯୁଦ୍ଧକାଳୀନ ଭିତ୍ତିରେ ସେମାନଙ୍କୁ ପ୍ରାଥମିକ ଆଶୁ ଚିକିତ୍ସା ଯୋଗାଇବା ସହ ଆମ୍ବୁଲାନ୍ସ ଯୋଗେ ମେଡିକାଲ ନିଆଯିବ ସେନେଇ ସମସ୍ତ ବିଭାଗ ନିଜର କୌଶଳ ପ୍ରଦର୍ଶନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର