Masthead

ରାଷ୍ଟ୍ରପତିଙ୍କ ବିରୋଧରେ ବିଦ୍ରୋହ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ବିରୋଧରେ ବିଦ୍ରୋହ । ପୁଟିନଙ୍କ ପ୍ରାଇଭେଟ୍ ସେନା ‘ୱାଗନର’ ଗୋଷ୍ଠିର ବିଦ୍ରୋହ । ୟୁକ୍ରେନ ସେନା ସହ ମିଶି ବିଦ୍ରୋହ କଲା ‘ୱାଗନର’ ଗୋଷ୍ଠି । ରୁଷ ସେନା ପର୍ଯ୍ୟାପ୍ତ ଅସ୍ତ୍ରଶସ୍ତ୍ର ଯୋଗାଉ ନଥିବା ଅଭିଯୋଗ । ବିଦ୍ରୋହ ଧମକ ପରେ ରୁଷିଆରେ ଗୃହ ଯୁଦ୍ଧ ସ୍ଥିତି ଆଶଙ୍କା । ଏ ନେଇ ପୁଟିନ କହିଛନ୍ତି ‘ୱାଗନର’ ରୁଷର ଜନତାଙ୍କୁ ଧୋକା ଦେଇଛି । ‘ୱାଗନର’ ଆମ ପିଠିରେ ଛୁରି ଭୁଷିଥିବା କହିଛନ୍ତି । ଆମ ଜବାବ କଠୋରରୁ କଠୋର ହେବ, ଆମେ ଆନ୍ତରିକ ବିଶ୍ୱାସଘାତର ସାମନା କରୁଛୁ । ନିଜ ହିତ ପାଇଁ ଦେଶକୁ ବିଶ୍ୱାସଘାତ କରିଛି ‘ୱାଗନର’ ଗୋଷ୍ଠି । ବିଦ୍ରୋହ କରିଥିବା ଆତଙ୍କୀୟଙ୍କୁ ଦଣ୍ଡ ଦିଆଯିବ କହିଛନ୍ତି ରୁଷିଆ ରାଷ୍ଟ୍ରପତି ପୁଟିନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ