Masthead

ମୁଖ୍ୟମନ୍ତ୍ରୀଙ୍କ ଆସନରେ ବିଜେଡିରେ ବିଦ୍ରୋହ

କଣ୍ଟାବାଞ୍ଜି (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଆସନରେ ବିଜେଡିରେ ବିଦ୍ରୋହ । ରବିବାର ସନ୍ଧ୍ୟାରେ କଣ୍ଟାବାଞ୍ଜିରେ ବିଜେଡିର ମିଶ୍ରଣ ପର୍ବ ଚାଲିଥିଲା । ଏଠାରେ ବିଜେଡି କର୍ମୀଙ୍କ ମଧ୍ୟରେ ପାଟିତୁଣ୍ଡ ଦେଖିବାକୁ ମିଳିଥିଲା ।ମଞ୍ଚରେ ବସିବା ଘଟଣାକୁ ନେଇ କର୍ମୀଙ୍କ ମଧ୍ୟରେ ହୋହଲ୍ଲା ଦେଖିବାକୁ ମିଳିଥିଲା । ପୂର୍ବତନ ବିଧାୟକ ଆୟୁବ ଖାଁଙ୍କ ସମର୍ଥକ ମଞ୍ଚରେ ଅଧିକ ଆସନରେ ବସିଥିବା ଘଟଣାକୁ ନେଇ ବିଜେଡି କର୍ମୀ ମହଲରେ ହୋହଲ୍ଲା ହୋଇଥିବା ବେଳେ ଗିରିରାଜ ସିଂ ମାଝୀଙ୍କ ସମର୍ଥକ ସଭା ସ୍ଥଳ ଛାଡି ଚାଳିଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର