Before Header

ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା

0 87

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ କରୋନା ତାର କରାଳ ରୂପ ଦେଖାଇବାରେ ଲାଗିଛି । ଯେଉଁଭଳି ଭାବେ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି ମୃତ୍ୟୁସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଆଜି ଓଡ଼ିଶାରେ ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁସଂଖ୍ୟା । ୨୪ଘଣ୍ଟାରେ ୧୫ଜଣଙ୍କ ମୃତ୍ୟୁ ହୋଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୫ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାୟଗଡାରୁ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସୋନପୁର, କଟକ, ବଲାଙ୍ଗିରିରୁ ଜଣେ ଲେଖାଏଁ ମୃତ୍ୟୁ । ତେବେ ମୋଟ ମୃତ୍ୟୁ ସଂଖ୍ୟା ୨୦୮୮କୁ ବୃଦ୍ଧି ହୋଇଛି ।

Leave A Reply

Your email address will not be published.