Masthead

ଶ୍ରୀମନ୍ଦିରରେ ରେକର୍ଡ ସଂଖ୍ୟକ ଦାନ

ପୁରୀ(ବଡ଼ ଖବର ବ୍ୟୁରୋ): ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା କୋଭିଡର ଦୁର୍ଗ ଭାଙ୍ଗିଛି । ଆଉ ଦରକାର ପଡୁନି କୋଭିଡ ରିପୋର୍ଟ । ସୁରୁଖୁରୁରେ ମହାପ୍ରଭୁଙ୍କ ଦର୍ଶନ କରିପାରୁଛନ୍ତି ଭକ୍ତମାନେ । ଆଜି ପ୍ରାୟ ୫୦ ହଜାରରୁ ଅଧିକ ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଅନ୍ୟ ପକ୍ଷରେ ଶାମ୍ବ ଦଶମୀ ଭଳି ପର୍ବ ଭକ୍ତଙ୍କ ସଂଖ୍ୟାବି ବଢ଼ାଇଛି।

ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବା ସହିତ ଶ୍ରୀମନ୍ଦିରର ଜଗମୋହନ ପାଖରେ ଥିବା ହୁଣ୍ଡିରେ ଅଜାଡି ଦେଇଛନ୍ତି ଧନ । ଆଜି ଗୋଟିଏ ଦିନରେ ପାଖାପାଖି ୯ ଲକ୍ଷ ୨୯ ହଜାର ୧୪୨ ଟଙ୍କା ଦାନ ଆକାରରେ ମିଳିଥିବାବେଳେ ୧ ଗ୍ରାମ ୩୦ ମିଲିଗ୍ରାମ ସୁନା ଓ ୮୬ ଗ୍ରାମ ୨୦୦ ମିଲିଗ୍ରାମ ଓଜନର ରୂପା, ଭକ୍ତ ଦାନ ହୁଣ୍ଡିରେ ପକାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା