Masthead

ରାଜଧାନୀରେ ରେକର୍ଡ ତାପମାତ୍ରା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ରାଜଧାନୀରେ ସୂର୍ଯ୍ୟଙ୍କ ପ୍ରକୋପ । ଏବେଠୁ ତାତିଲାଣି ରାଜଧାନୀ ଭୁବନେଶ୍ୱର। ଅସ୍ତବ୍ୟସ୍ତ ହେଲାଣିି ଜୀବନ ଯାତ୍ରା। ଏ ବର୍ଷରେ ଦିନର ସର୍ବୋଚ୍ଚ ତାପମାତ୍ରା ଆଜି ରେକର୍ଡ କରାଯାଇଛି । ରାଜଧାନୀରେ ଦିନର ତାପମାତ୍ରା ୩୮ ଡ଼ିଗ୍ରୀ ରେକର୍ଡ କରାଯାଇଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଗାମୀ ୫ ଦିନ ପର‌୍ୟ୍ୟନ୍ତ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ଖରାର ପ୍ରକୋପ କେବଳ ଓଡ଼ିଶାରେ ନୁହେଁ- ରାଜସ୍ତାନ, ମହାରାଷ୍ଟ୍ର, ଗୁଜରାଟରେ ମଧ୍ୟ ଅନୁଭବ ହୋଇଛି। ଏହାସହିତ ତେଲେଙ୍ଗାର ଆଖପାଖରେ ଥିବା ଅଞ୍ଚଳର ତାପମାତ୍ରା ବୃଦ୍ଧି ହେଉଛି। ଧୀରେ ଧୀରେ ସୂର‌୍ୟ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ ହେଉଥିବାରୁ ତାପମାତ୍ରା ବଢ଼ୁଛି ବୋଲି ଶ୍ରୀ ଦାସ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା