Masthead

ମୟୂରଭଞ୍ଜରେ ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ଉତ୍ତର ଓଡ଼ିଶାରେ ବନ୍ୟା ଭୟ । ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ବଡ଼ ବନ୍ୟା ଆଶଙ୍କା । ଫୁଲୁଛି ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଡ଼ ବନ୍ୟା ଆଶଙ୍କା । ସତର୍କ ରହିବାକୁ ୨ ଜିଲ୍ଲାପାଳଙ୍କୁ କରାଗଲା ଆଲର୍ଟ । ମୟୁରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ ପରେ ତିନିଦିନ ପାଇଁ ଅଙ୍ଗନବାଡି ଓ ଦିନକ ପାଇଁ ସ୍କୁଲ ବନ୍ଦ ।

ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଜିଲ୍ଲାର ଅଙ୍ଗନବାଡି କେନ୍ଦ୍ର ଆଜି, ଆସନ୍ତାକାଲି ଓ ବୁଧବାର ଯାଏ ବନ୍ଦ ରହିବ । ପ୍ରଥମରୁ ଦଶମ ଶ୍ରେଣୀ ଯାଏ କେବଳ ଆଜି ପାଇଁ ବନ୍ଦ ରହିବ । ପାଗରେ ପରିବର୍ତ୍ତନ ଆସିବା ପରେ ଏହି ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଖୋଲାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲାର ବିଭିନ୍ନ ଛୋଟବଡ଼ ନଦୀନାଳ କେତେକ ସ୍ଥାନରେ ଉଛୁଳି ବନ୍ୟାସ୍ଥିତି ସୃଷ୍ଟି କରିଥିବାର ମଧ୍ୟ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ