Masthead

ରେଡ୍ ଆଲର୍ଟରେ ଭୁବନେଶ୍ୱର ବିମାନମନ୍ଦର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରେଡ୍ ଆଲର୍ଟରେ ଭୁବନେଶ୍ୱର ବିମାନ ବନ୍ଦର । ନୂଆଦିଲ୍ଲୀ ଏୟାରପୋର୍ଟକୁ ଉଡ଼ାଇ ଦେବା ଧମକ ପରେ ହାଇଆର୍ଲଟରେ ଏୟାରପୋର୍ଟ । ଅଗଷ୍ଟ ୨୦ ଯାଏଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଅଗଷ୍ଟ ୧୦ ରୁ ୨୦ ପର୍ଯ୍ୟନ୍ତ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବିମାନବନ୍ଦରରେ ରେଡ ଆଲର୍ଟ ଜାରି ହୋଇଥିବାରୁ ବିମାନବନ୍ଦରର ସୁରକ୍ଷା ନେଇ ଏସଓପି ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା