Masthead

୭ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ରୂପ ନେଇଛି । ଏହାର ପ୍ରଭାବରେ ଆନ୍ଧ୍ର ଏବଂ ଓଡିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷା ହେବ । କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ଗଜପତି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା । ତାହାକୁ ଦୃଷ୍ଟିରେ ରଖି ଉକ୍ତ ୭ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି ।

ଏଥିସହ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାଲରେ ପ୍ରବଳ ବର୍ଷାକୁ ନଜରରେ ରଖି ‌ଅରେଞ୍ଜ ୱାର୍ଣ୍ଣିଂ । ବାଲେଶ୍ବର, ଭଦ୍ରକ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସୋମବାର ମଧ୍ୟ ବର୍ଷା ଲାଗିରହିବ। ଆସନ୍ତକାଲି ପର୍ଯ୍ୟନ୍ତ ସତର୍କ ରହିବାକୁ ନିର୍ଦ୍ଦେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ