Masthead

କରୋନା ଫାଶରେ ଲାଲ ବାହିନୀ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଓବାଦୀଙ୍କୁ କରୋନା ମାଲକାନଗିରି ସୀମାନ୍ତ ଦନ୍ତେୱାଡ଼ା ଜିଲ୍ଲାରେ ୫୦ରୁ ଅଧିକ ମାଓବାଦୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଏନେଇ ଦନ୍ତେୱାଡ଼ା ଏସପି ଅଭିଷେକ ପଲ୍ଲଭ ସୂଚନା ଦେଇଛନ୍ତି । ଅନେକ ଦୁର୍ଦ୍ଦାନ୍ତ ମାଓବାଦୀ ମଧ୍ୟ କୋଭିଡ୍ ପଜିଟିଭ୍ ହୋଇଥିବା ସହ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟିର ମାଓ ନେତ୍ରୀ ସୁଜାତା ରହିଥିବା ଜଣାପଡ଼ିଛି ।

ତେବେ କରୋନା ସଂକ୍ରମଣ ହେବା ପରେ ମାଓବାଦୀ ମାନଙ୍କୁ ସମାଜର ମୁଖ୍ୟ ସ୍ରୋତକୁ ଫେରି ଆସିବା ଲାଗି ଆହ୍ୱାନ କରିଛନ୍ତି ଏସପି ଅଭିଷେକ ପଲ୍ଲଭ । ନହେଲେ କରୋନା ସଂକ୍ରମିତ ନକ୍ସଲ ମାନେ ପ୍ରାଣ ହରାଇବା ସହ ସେମାନଙ୍କ ଯୋଗୁଁ ଅନେକ ନିରୀହ ଆଦିବାସୀ ଲୋକେ ମଧ୍ୟ କରୋନା ଆକ୍ରାନ୍ତ ହେବେ ବୋଲି ଏସପି ଅଭିଷେକ ପଲ୍ଲଭ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?