ରେଡ ଜୋନ ଜିଲ୍ଲାରେ କଟକଣା ଅଧିକ କଡାକଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):: ରାଜ୍ୟରେ କମୁଛି କୋଭିଡ ସଂକ୍ରମଣ ହାର । କରୋନା ଗ୍ରାଫ ଏବେ ତଳମୁହାଁ । ତଥାପି ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ । ଜୁଲାଇ ପହିଲାରେ ଆଂଶିକ ଲକଡାଉନ ଅବଧି ଶେଷ ହେବ । ସଂକ୍ରମଣ ହାର ୫ ପ୍ରତିଶତ ତଳେ ଥିବା “ଗ୍ରୀନ ଜୋନ’’ ଏବଂ ୫ ପ୍ରତିଶତ ଉପରେ ଥିବା “ୟେଲୋ ଜୋନ ଜିଲ୍ଲାଗୁଡିକରେ ଲକଡାଉନ କଟକଣାକୁ ଆହୁରି କୋହଳ କରିବାକୁ ରାଜ୍ୟ ସରକାର ଯୋଜନା କରୁଥିବା ଜଣାପଡିଛି ।

ତେବେ ରେଡ ଜୋନ ଉପରେ ଥିବା ଜିଲ୍ଲାଗୁଡିକରେ କଟକଣା ଅଧିକ କଡାକଡି କରାଯାଇପାରେ । ଆଜି ଏ ନେଇ ମୁଖ୍ୟ ଶାସନ ସଚିବ, ସ୍ୱତନ୍ତ୍ର ରିଲିଫ କମିଶନର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସମସ୍ତ ଜିଲ୍ଲାପାଳ, ମହାନଗର ନିଗମ କମିଶନର, ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ନେଇ କୋଭିଡ ସ୍ଥିତି ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ଯେଉଁ ଜିଲାଗୁଡିକରେ ୧୦ ପ୍ରତିଶତରୁ ଉପରେ ସଂକ୍ରମଣ ରହୁଛି । ସେଠାରେ କଟାକଣା କଡାକଡି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’