Masthead

୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆସୁଛି ବାତ୍ୟା ‘ଗୁଲାବ’ । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ଜାରି କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଗତ ୨୪ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନା ଅନୁଯାୟୀ ୭ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ, ରାୟଗଡା,ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ପୁରୀ,ନୟାଗଡ,କଳାହାଣ୍ଡି,ଖୋର୍ଦ୍ଧା ।

ସେହିପରି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଗୁଡିକ ହଲୋ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ବୌଦ୍ଧ, ବଲାଙ୍ଗିର,ସୋନପୁର,ନୂଆପଡା । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ