Masthead

୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ଆସୁଛି ବାତ୍ୟା ‘ଗୁଲାବ’ । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ଜାରି କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଗତ ୨୪ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୂଚନା ଅନୁଯାୟୀ ୭ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ, ରାୟଗଡା,ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଲା ପୁରୀ,ନୟାଗଡ,କଳାହାଣ୍ଡି,ଖୋର୍ଦ୍ଧା ।

ସେହିପରି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେଗୁଡିକ ହଲୋ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ, ବୌଦ୍ଧ, ବଲାଙ୍ଗିର,ସୋନପୁର,ନୂଆପଡା । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ