Masthead

୧୦ ଜିଲ୍ଲାକୁ ପାଣିପାଗ ବିଭାଗର ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଗତ ୨ଦିନ ହେବ ରାଜ୍ୟରେ ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି ।ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ଏହା ଗଭୀର ଅବପାତରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସୁଚନା ଅନୁଯାୟୀ ପାଣିପାଗ ବିଭାଗ ୧୦ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛନ୍ତି । ସେଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୁର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ