Masthead

କେଦାରନାଥରେ ରିଲ୍ସ ମନା

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ):  କେଦାରନାଥ ରେ ଭିଡ଼ିଓ କରିବା ମନା । ମନ୍ଦିର ପରିସର ଭିତରେ ୟୁଟ୍ୟୁବସଟ୍ସ, ଭିଡିଓ, ଇନଷ୍ଟାଗ୍ରାମ ରିଲ ଇତ୍ୟାଦି ବନେଇବାରେ ରୋକ ଲଗାଇଛନ୍ତି ମନ୍ଦିର ର ପ୍ରଶାସନିକ ବିଭାଗ । ଶ୍ରୀ କେଦାରନାଥ ମନ୍ଦିର ର କମିଟି (ବି.କେ.ଟି.ସି) ଶ୍ରୀ କେଦାରନାଥ ଧାମ ପୋଲିସକୁ ଚିଠି ଲେଖି ମନ୍ଦିର ଚାରିପାଖରେ କଡା ନଜର ରଖିବାକୁ କହିଛନ୍ତି

ଏପରି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ ସେଥିପ୍ରତି ଧ୍ୟାନ ଦେବାକୁ ଚିଠିରେ ଦର୍ଶାଯାଇଛି । ନିୟମକୁ ଅମାନ୍ୟ କରି ଭିଡ଼ିଓ ତିଆରି କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିଠି ମାଧ୍ୟମରେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ