Masthead

କେଦାରନାଥରେ ରିଲ୍ସ ମନା

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ):  କେଦାରନାଥ ରେ ଭିଡ଼ିଓ କରିବା ମନା । ମନ୍ଦିର ପରିସର ଭିତରେ ୟୁଟ୍ୟୁବସଟ୍ସ, ଭିଡିଓ, ଇନଷ୍ଟାଗ୍ରାମ ରିଲ ଇତ୍ୟାଦି ବନେଇବାରେ ରୋକ ଲଗାଇଛନ୍ତି ମନ୍ଦିର ର ପ୍ରଶାସନିକ ବିଭାଗ । ଶ୍ରୀ କେଦାରନାଥ ମନ୍ଦିର ର କମିଟି (ବି.କେ.ଟି.ସି) ଶ୍ରୀ କେଦାରନାଥ ଧାମ ପୋଲିସକୁ ଚିଠି ଲେଖି ମନ୍ଦିର ଚାରିପାଖରେ କଡା ନଜର ରଖିବାକୁ କହିଛନ୍ତି

ଏପରି ଘଟଣାର ପୁନରାବୃତ୍ତି ଯେପରି ନ ହୁଏ ସେଥିପ୍ରତି ଧ୍ୟାନ ଦେବାକୁ ଚିଠିରେ ଦର୍ଶାଯାଇଛି । ନିୟମକୁ ଅମାନ୍ୟ କରି ଭିଡ଼ିଓ ତିଆରି କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିଠି ମାଧ୍ୟମରେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ