ହୋଡିଂ ଲଗାଇବା ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ରାଜଧାନୀର କୌଣସି ଛାତ ଉପରେ ଆଉ ରହିବନି ହୋର୍ଡିଂ । ଭୁବନେଶ୍ୱର ମହାନଗର ନିଗମ ନେଇଛି ନିଷ୍ପତ୍ତି । ପୂର୍ବରୁ ହୋର୍ଡିଂ ହଟାଇବା ପାଇଁ ବିଏମ୍‌ସି ପକ୍ଷରୁ ଅନେକ ଥର ନୋଟିସ ଜାରି କରାଯାଇଥôଲା । ହେଲେ ତାହା କାର୍ଯ୍ୟକାରୀ ହୋଇପାରିନାହିଁ। ଫଳରେ ଅସୁରକ୍ଷିତ ହୋର୍ଡିଂକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।

କେବଳ ଏତିକି ନୁହେଁ, ଏହି ବେନିୟମ ହୋର୍ଡିଂ ଯୋଗୁ ବିଏମସିକୁ ମଧ୍ୟ ରାଜସ୍ୱ କ୍ଷତି ସହିବାକୁ ପଡୁଥିଲା। ହୋର୍ଡିଂ ହଟାଇବା ପାଇଁ ଏକ ଘରୋଇ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି। କେବଳ ହୋର୍ଡିଂ ନୁହେଁ, ଘରର ଛାତ ଉପରେ ଲାଗିଥିବା ବେନିୟମ ଟାୱାର, ବିଦ୍ୟୁତ ଖୁଣ୍ଟ, ପ୍ରାଚୀରରେ ଲାଗୁଥିବା ବିଜ୍ଞାପନ ସହରର ସୌନ୍ଦର୍ଯ୍ୟ ନଷ୍ଟ କରୁଥିବାରୁ ବିଏମ୍‌ସି ପକ୍ଷରୁ ଏପରି କଡ଼ା ନିଷ୍ପତ୍ତି ନିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’