Masthead

ବିନା ମାସ୍କରେ ରେଗୀ ସେବା

ନିଶ୍ଚିନ୍ତକୋଇଲି (ବଡ଼ ଖବର ବ୍ୟୁରୋ): କୋଭିଡ ନିୟମର ଖୋଲାଖୋଲି ଉଲଂଘନ କରୁଛନ୍ତି ଡାକ୍ତର ଓ କର୍ମଚାରୀ । ବିନା ମାସ୍କରେ କରୁଛନ୍ତି ଚିକିତ୍ସା ଏବଂ ପଚାରିଲେ କହୁଛନ୍ତି ମାସ୍କ ଲଗାଇଲେ ଅଣନିଶ୍ୱାସୀ ଲାଗୁଛି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ନିଶ୍ଚିନ୍ତକୋଇଲି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ।

ଏନେଇ ସ୍ୱାସ୍ଥ୍ୟ କେନ୍ଦ୍ରର ଦାୟିତ୍ୱରେ ଥିବା ଡାକ୍ତରଙ୍କ ପ୍ରତିକ୍ରିୟା ନେବାରୁ ମାସ୍କ ଲଗାଇଲେ ଅଣନିଶ୍ୱାସୀ ଲାଗୁଥିବା ସେ କହିଛନ୍ତି । ତେବେ ଏଠି ପ୍ରଶ୍ନ ଉଠୁଛି ସରକାରଙ୍କ କଟକଣା କ’ଣ କେବଳ ସାଧାରଣ ଲୋକଙ୍କ ପାଇଁ, ଡାକ୍ତରମାନଙ୍କ ପାଇଁ କଟକଣା ବାଧ୍ୟତାମୂଳକ ନୁହେଁ କି?

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି