ପୁଣି ୫ଦିନ ରିମାଣ୍ଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗୋପାଳକୁ ଆଉ ୫ଦିନ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟାକାଣ୍ଡକୁ ୧୧ ଦିନ ବିତିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଏହା ଉପରୁ ପରଦା ହଟିନି । ଅଭିଯୁକ୍ତ ଗୋପଳଙ୍କୁ ରିମାଣ୍ଡରେ ନେବାକୁ କୋର୍ଟ ଅନୁମତି ଦେଇଛନ୍ତି । ଏଥିସହ ନାର୍କୋଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଅନୁମତି ମିଳିଛି । ପୂର୍ବରୁ ୨ଥର ରିମାଣ୍ଡରେ ନେଇ ଜେରା କରିଥିଲା କ୍ରାଇମବ୍ରାଞ୍ଚ । ହତ୍ୟାର କାରଣ ଏ ପର୍ଯ୍ୟନ୍ତ ଜଣାପଡିନି । ମଙ୍ଗଳବାର ଗୋପାଳକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏସନ କରାଇଥିଲା କ୍ରାଇମବ୍ରାଞ୍ଚ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କିଭଳି ଗୁଳି କଲା ତାହାର ପୂରା ସିନ୍ ରିକ୍ରିଏଟ କରିଥିଲା ଗୋପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!