Masthead

ପୁଣି ବଢିଲା ରିମାଣ୍ଡ ଅବଧି, ମାର୍ଚ୍ଚ ୨୨ରେ ହାଜର ହେବେ ମନୀଷ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ପୁଣି ବଢିଲା ସିସୋଦିଆଙ୍କ ରିମାଣ୍ଡ ଅବଧି । ମାର୍ଚ୍ଚ ୨୨ରେ କୋର୍ଟରେ ହାଜର ହେବେ ମନୀଷ ସିସୋଦିଆ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଇଡି ହେପାଜତରେ ଅଛନ୍ତି ଦିଲ୍ଲୀ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଇଡି ପକ୍ଷରୁ ସିସୋଦିଆଙ୍କୁ ଆଜି କୋର୍ଟରେ ହାଜର କରାଯାଇଥିଲା । ପୁଣି ୭ଦିନ ରିମାଣ୍ଡ ମାଗିଥିଲା ଇଡି। କୋର୍ଟ ରିମାଣ୍ଡ ଅବଧିକୁ ୫ଦିନ ବଢାଇଛନ୍ତି ।

ସେପଟେ ସିସୋଦିଆଙ୍କ ଓକିଲ କୋର୍ଟକୁ କହିଛନ୍ତି କି ଜେରା ନାମରେ ଇଡି ସିସୋଦିଆଙ୍କୁ କେବଳ ଏଠି ସେଠି ବସାଉଛି ଓ ଗତ ୭ଦିନ ମଧ୍ୟରେ କେବଳ ୧୧ ଘଣ୍ଟା ପଚରାଉଚରା କରିଛି । ଅନ୍ୟପଟେ ଇଡି ତରଫରୁ କୋର୍ଟକୁ କୁହାଯାଇଛି କି ଯାଂଚ ଏବେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡରେ ପହଂଚିଛି । ଯଦି ଏବେ ରିମାଣ୍ଡ ପାଇଁ ଅନୁମତି ନମିଳିବ ତେବେ ସମସ୍ତ ପରିଶ୍ରମ ବେକାର ଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା