Masthead

ଛାଡ଼ପତ୍ର ପରେ ପୁଣି ବିବାହ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ପୁଣିଥରେ ନୂଆକରି ଜୀବନ ଆରମ୍ଭ କରିବାକୁ ଯାଉଛନ୍ତି ଜ୍ୱାଲା ଏବଂ ବିଷ୍ଣୁ । ତାମିଲ ଫିଲ୍ମ ସୁପରଷ୍ଟାର ବିଷ୍ଣୁ ବିଶାଲ ଏବଂ ବ୍ୟାଡମିଣ୍ଟନ ଖେଳାଳି ଜ୍ୱାଲା ଗୁଟ୍ଟା ତାଙ୍କର ବିବାହ ତାରିଖ ଘୋଷଣା କରିଛନ୍ତି । ଦୁଇଜଣ ଏହି ମାସ ୨୨ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହେବେ। ପରସ୍ପର ନିଜ ସୋଶିଆଲ ମିଡିଆ ଆକାଉଣ୍ଟରେ ଏହି ସୂଚନା ଦେଇଛନ୍ତି । ଅଭିନେତା ବିଷ୍ଣୁ ବିଶାଲ ଟ୍ୱିଟରରେ ବିବାହ କାର୍ଡ ସେୟାର କରି ଲେଖିଛନ୍ତି, “ଜୀବନ ହେଉଛି ଏକ ଯାତ୍ରା ଟ୍ଟ ଏହାକୁ ଆଲିଙ୍ଗନ କର ଟ୍ଟ ବିଶ୍ୱାସ ରଖ ଏବଂ ଆଗକୁ ବଢ ଟ୍ଟ ଆପଣଙ୍କ ଭଲପାଇବା ଏବଂ ସମର୍ଥନ ସବୁଥର ପରି ଆବଶ୍ୟକ ।”

ଏହି ବିବାହ ସମାରୋହ ସମ୍ପୁର୍ଣ୍ଣ ବ୍ୟକ୍ତିଗତ ହେବ, ଯେଉଁଥିରେ କେବଳ ପରିବାର ଏବଂ ନିକଟ ସମ୍ପର୍କୀୟ ଯୋଗଦେବେ । ବିଷ୍ଣୁ ବିଶାଲା ଏବଂ ଜ୍ୱାଲା ଗୁଟ୍ଟା ଦୀର୍ଘ ଦିନ ଧରି ପରସ୍ପରକୁ ଡେଟ କରୁଥିଲେ । ଗତ ବର୍ଷ ଏହି ଦମ୍ପତି ବିବାହ କରିଥିଲେ । କିନ୍ତୁ ପରେ ପରସ୍ପରକୁ ଛାଡପତ୍ର ଦେଇଥିଲେ, ଏବେ ନିଜ ଜୀବନକୁ ପୁଣିଥରେ ଆରମ୍ଭ କରିବାକୁ ଯାଉଛନ୍ତି । ଗତ ମାସରେ, ବିଷ୍ଣୁ କହିଥିଲେ ଯେ ସେ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି । ମୁଁ ଏହାକୁ ନେଇ ବହୁତ ଖୁସି ଏବଂ ଉତ୍ସାହିତ ଅଛି ।

ନିକଟରେ ବିଷ୍ଣୁ ତାଙ୍କ ବିବାହ ତାରିଖ ଘୋଷଣା କରିଛନ୍ତି । ବିଷ୍ଣୁ ବିଶାଲ ମଧ୍ୟ ଜଣେ ସ୍ପୋର୍ସ ପର୍ସନ ଥିଲେ । ସେ କ୍ରିକେଟ୍ ଖେଳିବା ସହିତ ଏମବିଏ ମଧ୍ୟ କରୁଥିଲେ । ତେବେ ପରେ ସେ ଫିଲ୍ମ ଦୁନିଆରେ ପାଦ ରଖିଥିଲେ । ତାମିଲ ସିନେମାକୁ ବିଷ୍ଣୁ ଏକରୁ ଅଧିକ ଫିଲ୍ମ ଦେଇଛନ୍ତି।ତେବେ ତାଙ୍କ ଫ୍ୟାନ୍ସମାନେ ସେମାନଙ୍କ ବିବାହକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି । କମେଣ୍ଟ ମାଧ୍ୟମରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ