Masthead

ମିଳିଲାନି ଟିକେଟ, ଭୋ ଭୋ କାନ୍ଦିଲେ ରାଜ୍ୟ ସାଧାରଣ ସମ୍ପାଦକ ଚନ୍ଦନ ମଲ୍ଲିକ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ରେମୁଣା ଆସନ ପାଇଁ ପ୍ରାର୍ଥୀ ଘୋଷଣା ପରେ ବଢୁଛି ଆଶାୟୀଙ୍କ ଅସନ୍ତୋଷ । ରେମୁଣା ଆସନରେ ବିଜେଡି ବିଦ୍ୟାସ୍ମିତା ମହାଳିକଙ୍କୁ ପ୍ରାର୍ଥୀ କରିବା ପରେ ଭୋ ଭୋ ହୋଇ କାନ୍ଦିଲେ ରାଜ୍ୟ ଛାତ୍ର ଜନତା ଦଳର ସାଧାରଣ ସମ୍ପାଦକ ଚନ୍ଦନ ମଲ୍ଲିକ । ଦଳ ବର୍ଷ ବର୍ଷ ଧରି କାର୍ଯ୍ୟରେ ଲଗାଇ ଶେଷରେ ପ୍ରତିଶ୍ରୁତିର ଆଶାକୁ ଭାଙ୍ଗିଛି ବିଜେଡି । ଦଳ ପାଇଁ ଅର୍ଥ ବଳ ଖର୍ଚ୍ଚ କରି ରେମୁଣାରେ ସଂଗଠନକୁ ସଶକ୍ତ କରିବାର ଫଳ ମିଳିଛି ବୋଲି ଦଳର ଛାତ୍ର ସାଧାରଣ ସମ୍ପାଦକ କ୍ଷୋଭ ପ୍ରକାଶ କରି କାନ୍ଦିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ