Masthead

ମିଳିଲାନି ଟିକେଟ, ଭୋ ଭୋ କାନ୍ଦିଲେ ରାଜ୍ୟ ସାଧାରଣ ସମ୍ପାଦକ ଚନ୍ଦନ ମଲ୍ଲିକ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ରେମୁଣା ଆସନ ପାଇଁ ପ୍ରାର୍ଥୀ ଘୋଷଣା ପରେ ବଢୁଛି ଆଶାୟୀଙ୍କ ଅସନ୍ତୋଷ । ରେମୁଣା ଆସନରେ ବିଜେଡି ବିଦ୍ୟାସ୍ମିତା ମହାଳିକଙ୍କୁ ପ୍ରାର୍ଥୀ କରିବା ପରେ ଭୋ ଭୋ ହୋଇ କାନ୍ଦିଲେ ରାଜ୍ୟ ଛାତ୍ର ଜନତା ଦଳର ସାଧାରଣ ସମ୍ପାଦକ ଚନ୍ଦନ ମଲ୍ଲିକ । ଦଳ ବର୍ଷ ବର୍ଷ ଧରି କାର୍ଯ୍ୟରେ ଲଗାଇ ଶେଷରେ ପ୍ରତିଶ୍ରୁତିର ଆଶାକୁ ଭାଙ୍ଗିଛି ବିଜେଡି । ଦଳ ପାଇଁ ଅର୍ଥ ବଳ ଖର୍ଚ୍ଚ କରି ରେମୁଣାରେ ସଂଗଠନକୁ ସଶକ୍ତ କରିବାର ଫଳ ମିଳିଛି ବୋଲି ଦଳର ଛାତ୍ର ସାଧାରଣ ସମ୍ପାଦକ କ୍ଷୋଭ ପ୍ରକାଶ କରି କାନ୍ଦିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା