Masthead

ଝଲସିବ ବୈଦ୍ୟନାଥ ମନ୍ଦିର

ବଡ଼ସାହି (ବଡ଼ ଖବର ବ୍ୟୁରୋ):  ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ନିର୍ବାଚନ ମଣ୍ଡଳିର ମାଣତ୍ରୀରେ ଥିବା ବହୁ ପୁରାତନ ମନ୍ଦିର ବାବା ବଖାରି ବୈଦ୍ୟନାଥ ମନ୍ଦିରର ଉନ୍ନତି କରାଯିବ । ଏହି ମନ୍ଦିରର ଉନ୍ନତି ପାଇଁ ସ୍ଥାନୀୟ ଲୋକମାନେ ବାରମ୍ବାର ଦାବି କରି ଆସୁଛନ୍ତି । ଲୋକଙ୍କ ଭାବାବେଗକୁ ସମ୍ମାନ ଦେଇ ୫-ଟି ସଚିବ ଭିକେ ପାଣ୍ଡିଆନ ତାଙ୍କର ୨ ଦିନିଆ ମୟୂରଭଞ୍ଜ ଗସ୍ତ ଅବସରରେ ବୈଦ୍ୟନାଥ ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ଉନ୍ନତି ସମ୍ପର୍କରେ ସେ ସେବାୟତଙ୍କ ସହ ଆଲୋଚନା କରିଥିଲେ । ଆଲୋଚନା ସମୟରେ ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜ ବଡ଼ସାହି ଭୀଡିଓ ଅଶୋକ ପଣ୍ଡା, ତହସିଲଦାର ଗଦାଧର ହଳଙ୍କ ସହ ସ୍ଥାନୀୟ ବୁଦ୍ଧିଜୀବୀମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ