Masthead

ରେପୋ ରେଟ ଅପରିବର୍ତ୍ତିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ । ପୂର୍ବଭଳି ୬.୫ ପ୍ରତିଶତ ରହିବା ନେଇ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସୂଚନା । କିସ୍ତି ନେଇଥିବା ଗ୍ରାହକଙ୍କୁ ମିଳିଛି ଆଶ୍ୱସ୍ତି । ବଢିବ ନାହିଁ ଇଏମଆଇ । ଗତ ୩ ଦିନ ଧରି ଆରବିଆଇର ମନିଟରି ପଲିସି କମିଟିର ବୈଠକ ପରେ ଆରବିଆଇ ରେପୋ ରେଟ୍ ନ ବଢିବା ନେଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି । ଦେଶର ମୁଦ୍ରାସ୍ପିତି ପରିସ୍ଥିତିକୁ ନଜର ରଖି ଏ ପ୍ରକାର ନିଷ୍ପତ୍ତି ନିଆଯାଇଛି । ତେବେ ପୂର୍ବରୁ ଲଗାତର ୬ଥର ରେପୋ ରେଟରେ ବୃଦ୍ଧି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ