Masthead

ରେପୋ ରେଟ ଅପରିବର୍ତ୍ତିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ । ପୂର୍ବଭଳି ୬.୫ ପ୍ରତିଶତ ରହିବା ନେଇ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସୂଚନା । କିସ୍ତି ନେଇଥିବା ଗ୍ରାହକଙ୍କୁ ମିଳିଛି ଆଶ୍ୱସ୍ତି । ବଢିବ ନାହିଁ ଇଏମଆଇ । ଗତ ୩ ଦିନ ଧରି ଆରବିଆଇର ମନିଟରି ପଲିସି କମିଟିର ବୈଠକ ପରେ ଆରବିଆଇ ରେପୋ ରେଟ୍ ନ ବଢିବା ନେଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି । ଦେଶର ମୁଦ୍ରାସ୍ପିତି ପରିସ୍ଥିତିକୁ ନଜର ରଖି ଏ ପ୍ରକାର ନିଷ୍ପତ୍ତି ନିଆଯାଇଛି । ତେବେ ପୂର୍ବରୁ ଲଗାତର ୬ଥର ରେପୋ ରେଟରେ ବୃଦ୍ଧି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ