Masthead

ସାମ୍ବାଦିକ ୟୁନିୟନର ସ୍ୱତନ୍ତ୍ର ଅଧିବେଶନ

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ସ୍ୱତନ୍ତ୍ର ଅଧିବେଶନ ଜିଲ୍ଲା ସଭାପତି ସମରଜିତ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡ଼ିଶା ସାମ୍ବାଦିକ ୟୁନିୟନ ମଧ୍ୟ ଅନୁବନ୍ଧିତ ଅଛି । ଆୟୋଜିତ ଅଧିବେଶନରେ ରାଜ୍ୟ ସଭାପତି ପ୍ରସନ ମହାନ୍ତି ଯୋଗ ଦଇ ସାମ୍ବାଦିକଙ୍କ ସମସ୍ୟା ଓ ଆଗାମୀ ଦିନରେ ସାମ୍ବାଦିକଙ୍କ ଭୂମିକା କିପରି ହେବ ସେ ସମ୍ପର୍କରେ ବର୍ଣ୍ଣନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଉପସଭାପତି କିଶାନ ରାଉତ, ଜାତୀୟ କାର୍ଯ୍ୟକାରିଣୀ ସଭ୍ୟ ସଦାଶିବ ସରାଫ, ଟ୍ରିବ୍ୟୁନାଲ ଅଧ୍ୟକ୍ଷ ରାଜୀବ ମହାନ୍ତି, ଜିଲ୍ଲା ସମ୍ପାଦକ ରଞ୍ଜିତ ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ