Masthead

କଟକଣା ଭିତରେ ପାଳିତ ହେବ ସାଧାରଣତନ୍ତ୍ର ଦିବସ

ଭୁବନେଶ୍ୱର (ବଡ଼ ଖବର): ସାଧାରଣତନ୍ତ୍ର ଦିବସ ପାଳନ ନେଇ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଗୃହ ବିଭାଗ ।କୋଭିଡ କଟକଣା ଭିତରେ ଏହି ଦିବସ ପାଳନ କରିବା ନିମନ୍ତେ ଏସଓପି ଜାରି କରାଯାଇଛି । ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଜନ ସାଧାରଣ ଭାଗ ନେଇପାରିବେନି । ସିମିତ ଅତିଥି ଓ କରୋନା ଯୋଦ୍ଧାଙ୍କୁ ନେଇ ପାଳନ ହେବ ସାଧାରଣ ତନ୍ତ୍ର ଦିବସ । ଛାତ୍ର, ଏନସିସି କ୍ୟାଡେଟଙ୍କୁ ଚଳିତ ବର୍ଷ ବାରଣ କରାଯାଇଛି । ସକାଳ ୮ଟା୩୦ ରେ ମୁଖ୍ୟ ଅତିଥି ପତାକା ଉତ୍ତୋଳନ କରିବେ । କୋଭିଡ କଟକଣାକୁ ଦୃଷ୍ଟିରେ ରଖି କେବଳ ପୋଲିସବାହୀନି ଏଥିରେ ଅଶଂଗ୍ରହଣ କରିବେ । ସାମାଜିକ ଦୂରତା ସହ ମାକ୍ସ ବାଧ୍ୟତା ମୂଳକ କରାଯାଇଛି । ଏବଂ ଉତ୍ସବସ୍ଥଳକୁ ସାନିଟାଇଜ କରାଯିବ । ମହାମାରୀକୁ ନଜରରେ ରଖି କୌଣସି ରାଷ୍ଟ୍ରମୁଖ୍ୟଙ୍କୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯିବନି ବୋଲି ବିଦେଶ ମନ୍ତ୍ରାଳୟ ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା