Masthead

କରୋନାର ଲକ୍ଷଣ ଥିଲେ ରଥଯାତ୍ରାକୁ ନଯିବାକୁ ଅନୁରୋଧ

ଭୁବନେଶ୍ୱର(ବଡ ଖବର ବ୍ୟୁରୋ) : ଦେଶରେ କରୋନାର ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଆମ ରାଜ୍ୟ ଓଡ଼ିଶାରେ କରୋନା ସଂକ୍ରାମଣ ସଂଖ୍ୟା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରଥଯାତ୍ରା ହେଉଛି ଓଡ଼ିଶାର ବଡ ପର୍ବ । କାହିଁ କେଉଁଠାରୁ ଲୋକମାନେ ରଥଯାତ୍ରା ଦେଖିବାକୁ ଆସିଥାନ୍ତି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରଥଯାତ୍ରାକୁ ନେଇ ଚିନ୍ତାରେ ସରକାର । ଏଥିଲାଗି ଜନସାଧାରଣଙ୍କୁ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ । କରେନାର ଲକ୍ଷଣ ଥଣ୍ଡା,ଜ୍ୱର, ବୃଦ୍ଧି ବ୍ୟକ୍ତିଙ୍କୁ ରଥଯାତ୍ରାଙ୍କୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ରଥଯାତ୍ରାକୁ ଯାଉଥିବା ଲୋକମାନେ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଗକୁ ରଥଯାତ୍ରା ଆସୁଥିବାରୁ ଗାଇଡଲାଇନ ଆସିପାରେ ବୋଲି ମଧ୍ୟ କହାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ