Masthead

ଘରୋଇ ହାତରେ ପରିବହନ ନିର୍ମାଣ ଦାୟିତ୍ୱ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଘରୋଇ ହାତରେ ପରିବହନ ନିର୍ମାଣ ଦାୟିତ୍ୱ । ରାଫେଲ ପରେ ଭାରତୀୟ ବାୟୁସେନାର ବ୍ୟବହାର ପାଇଁ ୪୦ଟି ସି-୨୯୫ ଟ୍ରାନ୍ସପୋର୍ଟ ଏୟାରକ୍ରାଫ୍ଟ ଦାୟିତ୍ୱ ସରକାର ଘରୋଇ ହାତକୁ ଦେଇଛନ୍ତି । ଭାରତ ସରକାରଙ୍କ ବିମାନ ନିର୍ମାଣକାରୀ ଉଦ୍ୟୋଗ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ ବା ହାଲକୁ ଏହି ନିର୍ମାଣ କାର୍ଯ୍ୟ ଦିଆଯାଇନାହିଁ ।

ଟାଟା କନସୋଟାରିୟମକୁ ସରକାର ଏହାର ନିର୍ମାଣ ଦାୟିତ୍ୱ ଦେଇଛନ୍ତି । ପ୍ରତିରକ୍ଷା ସମ୍ପର୍କିତ କ୍ୟାବିନେଟ ବୈଠକରେ ଏ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରି ଦିଆଯାଇଛି । ବାୟୁସେନା ପାଇଁ ସି-୨୯୫ର ୫୬ ଟି ଟ୍ରାନ୍ସପୋର୍ଟ ଏୟାରକ୍ରାଫ୍ଟ କିଣିବାକୁ କ୍ୟାବିନେଟ ଅନୁମୋଦନ ଦେଇଛି । ଏଥିରେ ୨୧ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ଏୟାରବସ ଡିଫେନ୍ସ ଆଣ୍ଡ ସ୍ପେସ ୧୬ଟି ବିମାନ ୨ବର୍ଷ ମଧ୍ୟରେ କିଣାଯିବ । ଏବଂ ୪୦ଟି ଟାଟା କନସୋଟୋରିୟମ ଦ୍ୱାରା ୧୦ ବର୍ଷ ମଧ୍ୟରେ ନିର୍ମାଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ