Masthead

ରାସ୍ତାକଡ଼ରୁ ଶବ ଉଦ୍ଧାର

ଟାଙ୍ଗୀ-ଚୌଦ୍ୱାର(ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ଚୌଦ୍ୱାର ଥାନା ଅନ୍ତର୍ଗତ କପିଳାସ-ଟାଙ୍ଗି ରାସ୍ତାକଡ କୁସୁନପୁର ନିକଟରେ ଆଜି ସକାଳେ ଏକ ଜାରିପାଲରେ ଗୁଡା ହୋଇ କିଛି ପଡିଥିବାର ସ୍ଥାନୀୟ ଲୋକେ ଦେଖିଥିଲେ । ସେଥିରୁ ଦୁର୍ଗନ୍ଧ ବାହାରୁଥିବାରୁ ଲୋକମାନେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଜରିପାଲ ଖୋଲି ଦେଖିବାରୁ ତାହା ଭିତରେ ୨ଟି ଅଖାରେ ଗୋଟେ ମୃତଦେହ ଥିବା ଦେଖିବାକୁ ମିଳିଥିଲା। ମୃତଦେହଟି ଏକ ଗାଡି କଭରରେ ଗୁଡାଯାଇଥିବା ପ୍ରତକ୍ଷଦର୍ଶୀଙ୍କ କହିଛନ୍ତି । ବୁଧବାର ରାତିରେ କେହି ଏହି ମୃତ ଦେହଟିକୁ ଏଠି ପକାଇ ଦେଇଛି। ଅପରପକ୍ଷରେ ପୋଲିସ ସାଇଣ୍ଟିଫିକ ଟିମ ସହାୟତାରେ ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା