Masthead

ସମ୍ବଲପୁରରେ ବର୍ଷେ ଯାଏଁ ହେବନି ଧାର୍ମିକ ଶୋଭାଯାତ୍ରା

ସମ୍ବଲପୁର: ସମ୍ବଲପୁରରେ ବର୍ଷେ ପାଇଁ ହେବନି ଧାର୍ମିକ ଶୋଭାଯାତ୍ରା । ଏସପି ମୁକେଶ ଭାମୁ ଏ ସଂପର୍କରେ ସୂଚନା ଦେଇଛନ୍ତି । ଆଜି ଅନୁଷ୍ଠିତ ଶାନ୍ତି କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ବିଶେଷକରି, ମହରମ ଓ ହନୁମାନ ଜୟନ୍ତୀକୁ ଦୃଷ୍ଟିରେ ରଖି ଏହି କଟକଣା ଲାଗିଛି । ପୂର୍ବରୁ ହୋଇଥିବା ହିଂସାକୁ ଦୃଷ୍ଟିରେ ରଖି ଶାନ୍ତି କମିଟି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି