Masthead

ଜେନେରେଟର ଚଲାଇବା ଉପରେ କଟକଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୭ ତାରିଖ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବ୍ୟବହାର କରିପାରିବେନି ଡିଜି ଓ ଜେନେରେଟର । ବାତ୍ୟା ପରବର୍ତ୍ତୀ ସମୟରେ ବିଦ୍ୟୁତ ଖୁଣ୍ଟିର ପୁନରୁଦ୍ଧାର ଓ ମରାମତି କାର୍ଯ୍ୟରେ ନିୟୋଜିତ ହେବେ ବିଦ୍ୟୁତ କର୍ମୀ । ଅନେକ ଲୋକ ମେନ୍ ସ୍ୱିଚ ବନ୍ଦ ନକରି ଡିଜି ଓ ଜେନେରେଟର ବ୍ୟବହାର କରୁଛନ୍ତି ।

ତେଣୁ ଡିଜି ବା ଜେନେରେଟରରୁ କରେଣ୍ଟ ବ୍ୟାକ ହୋଇ ବିଦ୍ୟୁତ କର୍ମୀଙ୍କୁ ଆଘାତ ଲାଗିପାରେ । ଦୁର୍ଘଟଣାକୁ ଏଡ଼ାଇବାକୁ ଜେନେରେଟର ଓ ଡିଜି ବ୍ୟବହାର ନକରିବାକୁ ଏଭଳି ପଦକ୍ଷେପ ନିଆଯାଇଛି । ଏନେଇ ଘୋଷଣା କରିଛନ୍ତି ଏସଆରସି । ନିୟମ ଭାଙ୍ଗିଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ସାରା ରାଜ୍ୟରେ ଲାଗୁ ହେବ ଏହି ନିୟମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର