Masthead

ରେଭ ପାର୍ଟି ମାମଲା, ଆର୍ୟନଙ୍କ ସତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୨ ତାରିଖ ରାତିରେ ମୁମ୍ବାଇ ସମୁଦ୍ରରେ ବିଳାସପୂର୍ଣ୍ଣ କ୍ରୁଜ୍ ଉପରେ ହୋଇଥିବା ରେଭ ପାର୍ଟିରେ ରେଡରୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି । ଶେଷରେ ସତ କହିଛନ୍ତି ଆର୍ୟନ୍ୟ ଖାନ । ଏନସିବି ଅଧିକାରୀଙ୍କ ନିକଟରେ ସେ ସ୍ୱୀକାର କରିଛନ୍ତି ଯେ ସେ ଚରସ ସେବନ କରିଛନ୍ତି । ଏନସିବି ରିପୋର୍ଟରେ ଏନେଇ ସ୍ପଷ୍ଟ କରାଯାଇଛି ।

ତାଙ୍କ ବନ୍ଧୁ ଅରବାଜ ମର୍ଚାଣ୍ଟ ମଧ୍ୟ ତାଙ୍କ ଜୋତାରେ ୬ ଗ୍ରାମର ପ୍ୟାକେଟ ଲୁଚାଇ ରଖିଥିଲେ । ମୁମ୍ବାଇରୁ ଗୋଆ ଯିବାକୁ ଥିବା ଏକ କ୍ରୁଜ୍ ଜାହାଜରେ ଚାଲୁଥିବା ଡ୍ରଗ୍ ପାର୍ଟିର ସାମିଲ ଥିବାରୁ ତାଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ୍ ବ୍ୟୁରୋ ଗିରଫ କରିଥିଲା । ଅକ୍ଟୋବର ୨ ଶନିବାର ଦିନ ତାଙ୍କୁ ଏନସିବି ଗିରଫ କରିଥିଲା। ତେବେ ଆର୍ୟନ ଖାନଙ୍କ ପାଖରୁ କୌଣସି ଡ୍ରଗ୍ସ ଜବତ କରାଯାଇ ନାହିଁ ବୋଲି କୁହାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା