Masthead

୭ରେ ମୁହାଁମୁହିଁ ହେବେ ମୋହନ-ରେଭନ୍ଥ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ, ଜମୁଛି ପ୍ରଚାର ମଇଦାନ । ୭ରେ ମୁହାଁମୁହିଁ ହେବେ ମୋହନ-ରେଭନ୍ଥ । ନୂଆପଡାରେ ପ୍ରଚାର କରିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ । ସାଲେଭଟା ଠାରେ ରେଭନ୍ତଙ୍କ ବିଶାଳ ସମାବେଶ ଅନୁଷ୍ଠିତ ହେବ । ବିଧାୟକ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପାଇଁ କରିବେ ପ୍ରଚାର । ୭ରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ମାଗିବେ ଭୋଟ । ନୂଆପଡ଼ାରେ ଏବେ ଜୋରଦାର ଚାଲିଛି ପ୍ରଚାର । ଭୋଟ୍ ପଡ଼ିବାକୁ ଆଉ ମାତ୍ର କିଛି ଦିନ ବାକିଥିବାବେଳେ, ଏବେ ସବୁ ଦଳ ନିଜ ନିଜର ପ୍ରଚାର ଅଭିଯାନ ଜାରି ରଖିଛନ୍ତି ।

ଗୋଟିଏ ପଟେ ବିଜେପି ନିଜର ନେତା, ମନ୍ତ୍ରୀଙ୍କୁ ନେଇ ପ୍ରଚାର ଅଭିଯାନ ଚଳାଇଥିବାବେଳେ, ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆସନ୍ତା ୩ ତାରିଖର ନବୀନ ନୂଆପଡ଼ା ଯାଇ ସେଠାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଭୋଟ୍ ମାଗିବେ ।   ଅନ୍ୟପଟେ କଂଗ୍ରେସ ମଧ୍ୟ ନିଜର ବିଧାୟକ ଆଉ ନେତାମାନଙ୍କୁ ନୂଆପଡ଼ାରେ ପ୍ରଚାର ଅଭିଯାନର ଦାୟିତ୍ୱ ଦେଇଛି । ଏଥିପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ମଧ୍ୟ ଘୋଷଣା କରାଯାଇଛି । ଆଉ ଏହାରି ଭିତରେ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଥିବା ରେବନ୍ତ ରେଡ୍ଡୀ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା