Masthead

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

ନାଉଗାଁ (ବଡ଼ ଖବର ବ୍ୟୁରୋ): ନାଉଗାଁ ବ୍ଳକର ବିଭିନ୍ନ ବିଦ୍ୟାଳୟକୁ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଓ ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ଗ୍ରସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ପରେ ନାଉଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଷ୍ଟାପମାନଙ୍କ କ୍ୱାଟର ଓ ଅନ୍ୟାନ୍ୟ ଉନ୍ନୟନମୂଳକ କାର୍ଯ୍ୟ ଉପରେ ଆଲୋଚନା କରିବା ସହିତ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରର ବୁଲି ଦେଖିଥିଲେ ।

ବିଧାୟକ ଓ ଜିଲ୍ଲାପାଳଙ୍କ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧିକ୍ଷକ ଡାକ୍ତର ସୁନନ୍ଦନ ମହାନ୍ତି ଉପସ୍ଥିତ ଥିଲେ । ନାଉଗାଁ ପଂଚାୟତ ସମିତି କାର୍ଯ୍ୟାଳୟରେ ପହଂଚି ବିଡିଓଙ୍କ କାର୍ଯ୍ୟାଳୟରେ ବିଡିଓ ରଶ୍ମିରେଖା ମଲ୍ଲିକ, ପଂଚାୟତ ସମିତି ଅଧ୍ୟକ୍ଷ ଜଗନ୍ନାଥ ଦାସ ଓ ସହକାରୀ ଯନ୍ତ୍ରୀ କୈଳାସ ବେହେରାଙ୍କ ସହିତ ପଂଚାୟତ ସମିତିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି