Masthead

ଏସଟି ଲ୍ୟାଣ୍ଡ ଆକ୍ଟ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ସଂଶୋଧନ ହେବ ଜମି ହସ୍ତାନ୍ତର ନିଷ୍ପତ୍ତି । ରାଜ୍ୟ କ୍ୟାବିନେଟ ନିଷ୍ପତ୍ତିର ପୁନର୍ବିଚାର । ଗୃହରେ ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ । ସଂଶୋଧନ ପାଇଁ ଟ୍ରାଇବାଲ୍ ଆଡଭାଇଜରି କାଉନସିଲ୍ ନିକକୁ ପଠାଗଲା । ୧୪ରେ ଆଦିବାସୀ ଆଇନରେ ସଂଶୋଧନ ପ୍ରସ୍ତାବ ପାରିତ ହୋଇଥିଲା । ଆଜି କ୍ୟାବିନେଟରେ ପୁନର୍ବିଚାରକୁ ନେଲେ ସରକାର । ଆଦିବାସୀ ଉପଦେଷ୍ଟା ପରିଷଦ ଦ୍ୱାରା ୧୧ ରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ୧୪ରେ ଓଡ଼ିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି ଅନୁସୂଚିତ ଜନଜାତି ଦ୍ୱାରା ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ କରିଥିଲେ। ଆଜିର ବୈଠକରେ ଉପରୋକ୍ତ ସଂଶୋଧନର ପୁନର୍ବିଚାର କରି କ୍ୟାବିନେଟ ଏ ବିଷୟରେ ଅଧିକ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ