Masthead

ଜାତୀୟ ବିମୁଦ୍ରୀକରଣ ପାଇପଲାଇନ ଯୋଜନାର ପୁନବିର୍ଚାର କରନ୍ତୁ କେନ୍ଦ୍ର: ଷ୍ଟାଲିନ

ତାମିଲନାଡୁ(ବଡ଼ ଖବର ବ୍ୟୁରୋ): ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିମୁଦ୍ରୀକରଣ ନେଇ ଚିଠି ଲେଖିଛନ୍ତି । କେନ୍ଦ୍ର ସରକାର ପୁଣିଥରେ ଜାତୀୟ ବିମୁଦ୍ରୀକରଣ ପାଇପଲାଇନ ଯୋଜନାର ପୁନଃବିଚାର କରିବା ପାଇଁ ଏହି ଚିଠିରେ ଉଲ୍ଲେଖ କରାଯାଇଛି ।

ଏହା ପୂର୍ବରୁ ବିଦାନସଭାରେ ମଧ୍ୟ ଷ୍ଟାଲିନ ଏହି ପ୍ରସଙ୍ଗକୁ ଉଠାଇଥିଲେ । ତେବେ କେନ୍ଦ୍ର ସରକାର ଏପରି ନିଷ୍ପତ୍ତି ରାଜ୍ୟ ଓ ବୁଦ୍ଧିଜୀବିଙ୍କ ସହ ଆଲୋଚନା କରି ନେବା ଦରକାର ବୋଲି ଏହି ଚିଠିରେ ଉଲ୍ଲେଖ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ