ଧାନମଣ୍ଡି ଉଦ୍ଘାଟିତ

କୋକସରା (ବଡ଼ ଖବର ବ୍ୟୁରୋ):କଳାହାଣ୍ଡି ଜିଲ୍ଲା କୋକସରାରେ ନୂତନ ଧାନମଣ୍ଡି ଉଦ୍ଘାଟିତ ହୋଇଯାଇଛି । ବିଧାୟକ ମହୋଷଧି ବାଗ ଏହାକୁ ଉଦଘାଟନ କରିଥିଲେ । ପୂର୍ବରୁ ଚାଷୀମାନେ ୧୦ କିମି ବାଟ ଯାଇ ଅନେକ ଅସୁବିଧାର ସମ୍ମୁଖୀନ ହୋଇ ଧାନ ବିକ୍ରି କରିପାରୁନଥିଲେ । ଏହାକୁ ଦୃଷ୍ଟିରେ ରଖି ବିଧାୟକ ମଣ୍ଡି ଉଦଘାଟନ କରି ପ୍ରଶଂସାର ପାତ୍ର ହୋଇପାରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା